ଆସନ୍ତା ୧୬ରେ ମୁଖ୍ୟମନ୍ତ୍ରୀ ରାଉରକେଲା ଗସ୍ତ କରିବେ | News Room Odisha

ଆସନ୍ତା ୧୬ରେ ମୁଖ୍ୟମନ୍ତ୍ରୀ ରାଉରକେଲା ଗସ୍ତ କରିବେ

ରାଉରକେଲା –ମୁଖ୍ୟମନ୍ତ୍ରୀଙ୍କ ଫୋକସରେ ପଶ୍ଚିମ ଓଡିଶା । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆସନ୍ତା ୧୬ ତାରିଖରେ ରାଉରକେଲା ଗସ୍ତ କରିବେ । ବିଭିନ୍ନ ପ୍ରକଳ୍ପର ଲୋକାର୍ପଣ କରିବା ସହ ଭିତ୍ତିପ୍ରସ୍ତର ସ୍ଥାପନ କରିବେ ମୁଖ୍ୟମନ୍ତ୍ରୀ । ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ସ୍ଥାନୀୟ ଅଂଚଳରେ ଉତ୍ସାହ ପ୍ରକାଶ ପାଇଛି ।

Naveen Patnaik