ଦକ୍ଷିଣ ଆଫ୍ରିକାରୁ ଫେରିଥିବା ଦିଗପହଣ୍ଡିର ବ୍ୟକ୍ତି କୋରୋନା ପଜିଟିଭ

ଭୁବନେଶ୍ୱର- ଦକ୍ଷିଣ ଆଫ୍ରିକାରୁ ଫେରିଥିବା ଗଂଜାମ ଜିଲ୍ଲା ଦିଗପହଣ୍ଡିର ଜଣେ ବ୍ୟକ୍ତି କରୋନା ପଜିଟିଭ ହୋଇଛନ୍ତି । ସଂପୃକ୍ତ ବ୍ୟକ୍ତି ଭୁବନେଶ୍ୱରର ଏକ ହସପିଟାଲରେ ଚିକିତ୍ସିତ ହେଉଛନ୍ତି । ତାଙ୍କ ସ୍ୱାସ୍ଥ୍ୟବସ୍ଥା ଭଲ ରହିଥିବା ରାଜ୍ୟ ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନିରଞ୍ଜନ ମିଶ୍ର ସୂଚନା ଦେଇଛନ୍ତି ।

Comments are closed.