ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କଲେ ଏଲ.ଏନ ମିତ୍ତଲ

ଭୁବନେଶ୍ୱର- ଆର୍ସେଲର ମିିତ୍ତଲ କାର୍ଯ୍ୟନିର୍ବାହୀ ଅଧ୍ୟକ୍ଷ ଏଲ.ଏନ ମିତ୍ତଲ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସାକ୍ଷାତ କରିଛନ୍ତି । ନବୀନ ନିବାସରେ ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କରିଛନ୍ତି ମିତ୍ତଲ । ରାଜ୍ୟରେ ନିଜ କଂପାନିର ବିଭିନ୍ନ ପ୍ରକଳ୍ପ ସଂପର୍କରେ ମିତ୍ତଲ, ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରିଥିବା ଜଣାପଡିଛି । ଏ ସଂପର୍କରେ ଅଧିକ ସୂଚନାକୁ ଅପେକ୍ଷା କରାଯାଇଛି ।

Comments are closed.