ଆଇଆଇଟି-ଜେଇଇ ମେନ୍ ପରୀକ୍ଷାରେ ଓଡିଶା ଟପ୍ପର ଗୌତମ ଓ ଅନ୍ୟ କୃତି ପରୀକ୍ଷାର୍ଥୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଅଭିନନ୍ଦନ

ଭୁବନେଶ୍ୱର -ଆଇଆଇଟି-ଜେଇଇ ମେନ୍ ପରୀକ୍ଷାରେ ଓଡିଶା ଟପ୍ପର ଗୌତମ ଦାସଙ୍କୁ ଅଭିନନ୍ଦନ ଓ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସଫଳତା ହାସଲ କରିଥିବା ଅନ୍ୟ ପରୀକ୍ଷାର୍ଥୀଙ୍କୁ ମଧ୍ୟ ଅଭିନନ୍ଦନ ଜଣାଇଛନ୍ତି ନବୀନ । ଆଗାମୀ ଦିନରେ କୃତି ପରୀକ୍ଷାର୍ଥୀଙ୍କ ଆହୁରି ସଫଳତା ଓ ଭଜ୍ଜ୍ୱଳ ଭବିଷ୍ୟତ କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ ।

Comments are closed.