ଗଞ୍ଜାମ ଜିଲ୍ଲାର ପ୍ରସିଦ୍ଧ ତାରାତାରିଣୀ ଯାତ୍ରା ପାଇଁ ଗାଇଡଲାଇନ, ଜିଲ୍ଲା ବାହାରର ଲୋକଙ୍କୁ ମନ୍ଦିର ମନା

ବ୍ରହ୍ମପୁର – ଗଞ୍ଜାମ ଜିଲ୍ଲାର ପ୍ରସିଦ୍ଧ ତାରାତାରିଣୀ ଯାତ୍ରା ପାଇଁ ଗାଇଡଲାଇନ ଜାରି କରିଛି ଜିଲ୍ଲା ପ୍ରଶାସନ । ଜିଲ୍ଲା ବାହାରର ଲୋକଙ୍କୁ ମନ୍ଦିର ମନା ହୋଇଛି । ପାହାଡ ତଳେ ହିଁ ପ୍ରସାହ ମିଳିବ । ପାହାଡ ଉପରକୁ ଘରୋଇ ଯାନବାହନ ନେଇପାରିବେ ନାହିଁ ଶ୍ରଦ୍ଧାଳୁ । ଭକ୍ତଙ୍କ ପାଇଁ ଗାଡିର ବ୍ୟବସ୍ଥା କରିବ ଜିଲ୍ଲା ପ୍ରଶାସନ । ତାରାତାରିଣୀ ବବନ୍ଦିର ନିକଟରେ ଦୋକାନ ବାର ବନ୍ଦ ରହିବ । ସକାଳ ୬ରୁ ସଂଧ୍ୟା ୫ଟା ମଧ୍ୟରେ ଦେବୀଙ୍କୁ ଭକ୍ତମାନେ ଦର୍ଶନ କରିପାରିବେ । ମାସ୍କ ଓ ସାମାଜିକ ଦୂରତା ରକ୍ଷା ବାଧ୍ୟତାମୂଳକ କରାଯାଇଛି ।

Comments are closed.