ପାରାଦୀପରେ ଅତ୍ୟାଧୁନିକ ପ୍ଲାଷ୍ଟିକ ପାର୍କ ପାଇଁ ଏମଓୟୁ | News Room Odisha

ପାରାଦୀପରେ ଅତ୍ୟାଧୁନିକ ପ୍ଲାଷ୍ଟିକ ପାର୍କ ପାଇଁ ଏମଓୟୁ

ଭୁବନେଶ୍ୱର- ପାରାଦୀପରେ ନିର୍ମାଣ ହେବ ଅତ୍ୟାଧୁନିକ ପ୍ଲାଷ୍ଟିକ ପାର୍କ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ କେନ୍ଦ୍ର ପେଟ୍ରୋଲିୟମ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଉପସ୍ଥିତିରେ ଇଣ୍ଡିଆନ ଅଏଲ ଓ ଇଡ୍‌କୋ ମଧ୍ୟରେ ବୁଝାମଣାପତ୍ର ସ୍ୱାକ୍ଷର ହୋଇଛି । ପ୍ଲାଷ୍ଟିକ ପାର୍କ ପାଇଁ ୧୦୬ କୋଟି ଟଙ୍କା ଖର୍ଚ୍ଚ ହେବ । ୧୨୦ ଏକର ଜମିରେ ନିର୍ମାଣ ହେବା ପ୍ଲାଷ୍ଟିକ ପାର୍କ ।