କଳିଙ୍ଗ କମର୍ସିଆଲ କର୍ପୋରେସନର ଲିମିଟେଡ ପକ୍ଷରୁ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ପାଇଁ କୋଟିଏ ଟଙ୍କାର ଅନୁଦାନ

ପୁରୀ – କଳିଙ୍ଗ କମର୍ସିଆଲ କର୍ପୋରେସନ ଲିମିଟେଡର ପରିଚାଳନା ନିର୍ଦ୍ଦେଶକ ଡକ୍ଟର ସୌମ୍ୟରଂଜନ ସାମଲ ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନର ମୁଖ ପ୍ରଶାସକ ଡକ୍ଟର କ୍ରିଷନ କୁମାରଙ୍କୁ ଭେଟି ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ପାଇଁ ୧ କୋଟି ଟଙ୍କା ଅନୁଦାନ ଅର୍ଥ ପ୍ରଦାନ କରିଛନ୍ତି ।

ପୁରୀକୁ ଆସୁଥିବା ଶ୍ରଦ୍ଧାଳୁଙ୍କ ସୁବିଧାସୁଯୋଗ ପାଇଁ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ହାତକୁ ନିଆଯାଇଛି । ଶ୍ରୀମନ୍ଦିର ପରିଚାଳନା କମିଟି ପକ୍ଷରୁ ଏହି ପ୍ରକଳ୍ପ ହାତକୁ ନିଆଯାଇଛି ।

Comments are closed.