ଗାନ୍ଧିଜୀଙ୍କ ଓଡିଶା ଆଗମନର ୧୦୦ ବର୍ଷ ପୂର୍ତ୍ତି ଅବସରରେ ମୁଖ୍ୟମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି | News Room Odisha

ଗାନ୍ଧିଜୀଙ୍କ ଓଡିଶା ଆଗମନର ୧୦୦ ବର୍ଷ ପୂର୍ତ୍ତି ଅବସରରେ ମୁଖ୍ୟମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି

ଭୁବନେଶ୍ୱର – ମହାତ୍ମା ଗାନ୍ଧିଙ୍କ ଓଡିଶା ଆଗମନକୁ ଶହେ ବର୍ଷ ପୁରିଛି । ଏହି ଅବସରରେ ଜାତିର ପିତାଙ୍କୁ ସ୍ମରଣ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସତ୍ୟ ଓ ଅହିଂସାର ପ୍ରତୀକ ମହାତ୍ମା ଗାନ୍ଧିଙ୍କ ଓଡିଶା ଶୁଭାଗମନର ୧୦୦ ବର୍ଷ ପୂର୍ତ୍ତି ଅବସରରେ ତାଙ୍କ ପ୍ରତି ଗଭୀର ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ । ସମଗ୍ର ବିଶ୍ୱରେ ଶାନ୍ତି, ବିକାଶ ଓ ସାମ୍ୟତା ବଜାୟ ସହ ସୁସ୍ଥ ସମାଜ ଗଠନ ଦିଗରେ ଗାନ୍ଧିଜୀଙ୍କ ପ୍ରଦର୍ଶିତ ଅହିଂସା ମାର୍ଗ ସର୍ବଦା ପ୍ରେରଣାଦାୟୀ ବୋଲି ମୁଖ୍ୟମନ୍ତ୍ରୀ ତାଙ୍କ ବାର୍ତ୍ତାରେ କହିଛନ୍ତି ।

Chief Minister Naveen PatnaikMahatma GandhiOdisha