ଉଚ୍ଚଶିକ୍ଷାରେ ସରକାରୀ ସ୍କୁଲ ପିଲାଙ୍କ ପାଇଁ ସଂରକ୍ଷଣ ପ୍ରସ୍ତାବ ବିଧାନସଭାରେ ଆଗତ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର- ଉଚ୍ଚଶିକ୍ଷାରେ ସରକାରୀ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ସଂରକ୍ଷଣ ସଂପର୍କିତ ପ୍ରସ୍ତାବ ବିଧାନସଭାରେ ଆଗତ ହୋଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ପ୍ରସ୍ତାବ ଆଗତ କରିଛନ୍ତି । ସରକାରୀ ସ୍କୁଲ ପିଲାଙ୍କ ପାଇଁ ମେଡିକାଲ, ଇଂଜିନିୟରିଂ ନାମଲେଖାରେ ୧୫ ପ୍ରତିଶତ ସଂରକ୍ଷଣ କରିବାକୁ ପ୍ରସ୍ତାବରେ ଉଲ୍ଲେଖ ରହିଛି । ପୂର୍ବରୁ କ୍ୟାବିନେଟ ଏହି ପ୍ରସ୍ତାବକୁ ଅନୁମୋଦନ କରିଥିଲା ।

Comments are closed.