ଉପରାଷ୍ଟ୍ରପତିଙ୍କ ଓଡିଶା ଗସ୍ତ କାର୍ଯ୍ୟସୂଚୀ

ଭୁବନେଶ୍ୱର- ଆସନ୍ତାମାସ ୨ ତାରିଖରେ ଦୁଇଦିନିଆ ଓଡିଶା ଗସ୍ତରେ ଆସିବେ ଉପରାଷ୍ଟ୍ରପତି ଏମ. ଭେଙ୍କେୟା ନାଇଡୁ । ଏପ୍ରିଲ ୨ ରେ ସେ ଓଡିଶାରେ ପହଂଚିବେ ।

୩ ତାରିଖରେ ଉତ୍କଳ ବିଶ୍ୱବିଦ୍ୟାଳୟର ସମାବର୍ତ୍ତନ ଉତ୍ସବରେ ଯୋଗ ଦେବେ ଉପରାଷ୍ଟ୍ରପତି । ଏପ୍ରିଲ ୨ ତାରିଖ ସଂଧ୍ୟାରେ ସେ କଟକ ସାରଳା ଭବନ ଯାଇ ଆଦିକବି ସାରଳା ଦାସଙ୍କ ୬ ଶହତମ ଜୟନ୍ତୀ ଉତ୍ସବରେ ଯୋଗ ଦେବେ । ୩ ତାରିଖ ସଂଧ୍ୟାରେ ଦିଲ୍ଲୀ ଫେରିଯିବେ ଉପରାଷ୍ଟ୍ରପତି ।

Comments are closed.