ତିନି ଦିନ ଗ୍ରୀଷ୍ମ ପ୍ରବାହ : ୨୦ଟି ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର- ରାଜ୍ୟରେ ଆଜିଠାରୁ ତିନି ଦିନ ଯାଏଁ ପ୍ରବଳ ଗ୍ରୀଷ୍ମ ପ୍ରବାହ ହେବ । ଏ ନେଇ ୨୦ଟି ଜିଲ୍ଲାକୁ ସତର୍କ ସୂଚନା ଜାରି କରିଛି ପାଣିପାଗ ବିଭାଗ ।

ସୁନ୍ଦରଗଡ, ସମ୍ବଲପୁର, ଝାରସୁଗୁଡା, କେନ୍ଦୁଝର, ମୟୂରଭଞ୍ଜ, ଦେବଗଡ, ବରଗଡ, ଅନୁଗୁଳ, ଢେଙ୍କାନାଳ, ସୁବର୍ଣ୍ଣପୁର, ବୌଦ୍ଧ, ନୂଆପଡା, ବଲାଙ୍ଗିର , କଳାହାଣ୍ଡି, ନୟାଗଡ, ଖୋର୍ଦ୍ଧା, କଟକ, ଯାଜପୁର, ଭଦ୍ରକ ଓ ବାଲେଶ୍ୱରକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

Comments are closed.