ପିପିଲି ଉପନିର୍ବାଚନ ପାଇଁ ଦଳର ଚାରି ବରିଷ୍ଠ ନେତାଙ୍କୁ ଦାୟିତ୍ୱ ଦେଲେ ବିଜେଡି ସୁପ୍ରିମୋ

ଭୁବନେଶ୍ୱର – ପିପିଲି ଉପନିର୍ବାଚନ ପାଇଁ ୪ ବରିଷ୍ଠ ନେତାଙ୍କୁ ଦାୟିତ୍ୱ ଦେଇଛି ବିଜେଡି । ଏହି ନେତାମାନେ ପିପିଲିରେ ରହି ନିର୍ବାଚନ ପରିତାଳନା କରିବେ । ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯେଉଁ ନେତାମାନଙ୍କୁ ଦାୟିତ୍ୱ ଦେଇଛନ୍ତି , ସେମାନେ ହେଲେ ଦେବୀ ମିଶ୍ର, ପ୍ରତାପ ଦେବ, ମହେଶ୍ୱର ମହାନ୍ତି ଓ ସଂଜୟ ଦାସବର୍ମା । ଏମାନଙ୍କୁ ଦାୟିତ୍ୱ ଦିଆଯାଇଥିବା ନେଇ ଦଳର ସାଧାରଣ ସଂପାଦକ ମାନସ ମଙ୍ଗରାଜ ସୂଚନା ଦେଇଛନ୍ତି ।

Comments are closed.