ଓଡିଶା ଦିବସ ଅବସରରେ ରାଜ୍ୟପାଳଙ୍କ ଶୁଭେଚ୍ଛା ଓ ଅଭିନନ୍ଦନ

ଭୁବନେଶ୍ୱର- ଓଡିଶା ଦିବସ ଅବସରରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି । ଓଡିଶାକୁ ଏକ ସମୃଦ୍ଧ ରାଜ୍ୟ କରିବାକୁ ସମସ୍ତଙ୍କୁ ସଂକଳ୍ପବଦ୍ଧ ହେବାକୁ ଆହ୍ୱାନ ଦେଇଛନ୍ତି ରାଜ୍ୟପାଳ । କୋରୋନା ବିରୋଧରେ ଓଡିଶାର ଲଢେଇକୁ ପୂର୍ବପରି ବଜାୟ ରଖିବାକୁ ମଧ୍ୟ ରାଜ୍ୟପାଳ ସମସ୍ତଙ୍କୁ ଅନୁରୋଧ କରିଛନ୍ତି ।

Comments are closed.