କନ୍ଧମାଳ ଜିଲ୍ଲା ଗସ୍ତରେ ମୁଖ୍ୟ ଶାସନ ସଚିବ ଓ ୫-ଟି ସଚିବ

ଫୁଲବାଣୀ-ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର ଓ ୫ଟି ସଚିବ ଭି.କେ ପାଣ୍ଡିଆନ କନ୍ଧମାଳ ଜିଲ୍ଲା ଗସ୍ତ କରିଛନ୍ତି । ପୂର୍ତ୍ତ ସଚିବ କ୍ରିଷନ କୁମାର ଓ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ସ୍ୱତନ୍ତ୍ର ସଚିବ ଭିନୀଲ କ୍ରିଷ୍ଣା ବି ଗସ୍ତରେ ସାମିଲ ହୋଇଛନ୍ତି । କନ୍ଧମାଳ ଜିଲ୍ଲା ପ୍ରଶାସନ ସହ ବିଭିନ୍ନ ପ୍ରକଳ୍ପର ସମୀକ୍ଷା କରିବେ ସଚିବଙ୍କ ଟିମ୍ । ଘୋଷିତ କନ୍ଧମାଳ ମେଡିକାଲ କଲେଜର ଅଗ୍ରଗତି ସଂପର୍କରେ ସମୀକ୍ଷା ହେବ ।

Comments are closed.