ଦୁଇ ଦିନିଆ ଓଡିଶା ଗସ୍ତରେ ଉପରାଷ୍ଟ୍ରପତି

ଭୁବନେଶ୍ୱର – ଉପରାଷ୍ଟ୍ରପତି ଏମ. ଭେଙ୍କେୟା ନାଇଡୁଙ୍କ ଦୁଇ ଦିନିଆ ଓଡିଶା ଗସ୍ତ ଆରମ୍ଭ ହୋଇଛି । ବିମାନବନ୍ଦରରେ ପହଂଚିଲା ପରେ ତାଙ୍କୁ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍‌, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରମୁଖ ସ୍ୱାଗତ କରିଥିଲେ । ବିମାନବନ୍ଦରରୁ ସିଧାସଳଖ ରାଜଭବନ ଯାଇଛନ୍ତି ଉପରାଷ୍ଟ୍ରପତି । ସେଠାରୁ ସେ କଟକ ଯାଇ ସାରଳା ଦାସ ଜୟନ୍ତୀ ସମାରୋହରେ ଯୋଗଦେବେ ।

Comments are closed.