ଛତିଶଗଡ ନକ୍ସଲ ଆକ୍ରମଣକୁ ଦୃଢ ନିନ୍ଦା କଲେ ନବୀନ

ଭୁବନେଶ୍ୱର- ଛତିଶଗଡର ସୁକମାରେ ସୁରକ୍ଷାବାହିନୀ ଯବାନଙ୍କ ଉପରେ ଭୀରୁତାପୂର୍ଣ୍ଣ ଆକ୍ରମଣ ପାଇଁ ବାମ ଚରମପନ୍ଥୀଙ୍କୁ ଦୃଢ ନିନ୍ଦା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସହିଦ ଯବାନଙ୍କ ପରିବାର ସଦସ୍ୟଙ୍କୁ ଗଭୀର ସମବେଦନା ଜଣାଇବା ସହ ଆହତ ଯବାନଙ୍କ ଦ୍ରୁତ ଆରୋଗ୍ୟ କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ ।

Comments are closed.