ଅପରାହ୍ନ ୪ଟାରେ ରାଜ୍ୟବାସୀଙ୍କୁ ସମ୍ବୋଧନ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର- ରାଜ୍ୟରେ କୋରୋନାର ଦ୍ୱିତୀୟ ଲହର ଆରମ୍ଭ ହୋଇଯାଇଛି । ଦିନକୁ ଦିନ ସଂକ୍ରମିତଙ୍କ ସଂଖ୍ୟା ବଢିବାରେ ଲାଗିଛି । କୋରୋନା ନିୟନ୍ତ୍ରଣ ପାଇଁ ରାଜ୍ୟ ସରକାର ଏକାଧିକ ସତର୍କତାମୂଳକ ପଦକ୍ଷେପ ନେଇସାରିଛନ୍ତି । ରାଜ୍ୟର କୋରୋନା ପରିସ୍ଥିତି ସଂପର୍କରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଅପରାହ୍ନ ୪ଟାରେ ରାଜ୍ୟବାସୀଙ୍କୁ ସମ୍ବୋଧନ କରିବେ ।

Comments are closed.