ଆଜି ରାଜ୍ୟ କ୍ୟାବିନେଟ ବୈଠକ, ୧୦ଟି ପ୍ରସ୍ତାବକୁ ମଞ୍ଜୁରୀ ସମ୍ଭାବନା

ଭୁବନେଶ୍ୱର- ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଆଜି ରାଜ୍ୟ କ୍ୟାବିନେଚର ଗୁରୁତ୍ୱପୂର୍ଣ୍ଣ ବୈଠକ ବସୁଛି । ଦିନ ସାଢେ ୧୨ଟାରେ ବସିବାକୁ ଥିବା ଏହି ବୈଠକରେ ୧୦ଟି ପ୍ରସ୍ତାବରେ ମୋହର ଲାଗିବା ସମ୍ଭାବନା ରହିଛି । ମୁଖ୍ୟମନ୍ତ୍ରୀ ଭିସି ଯୋଗେ ଯୋଡି ହେବେ । ଅନ୍ୟ କ୍ୟାବିନେଟ ମନ୍ତ୍ରୀମାନେ ଲୋକସେବା ଭବନରେ ଉପସ୍ଥିତ ରହିବେ ।

Comments are closed.