କୋରୋନାକୁ ହରାଇବା ପାଇଁ ମାସ୍କ ପିନ୍ଧିବାକୁ ରାଜ୍ୟବାସୀଙ୍କୁ ଅପିଲ୍ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର- ରାଜ୍ୟରେ କୋରୋନା ସଂକ୍ରମଣ ବୃଦ୍ଧି ପାଉଥିବା ବେଳେ ସମସ୍ତ ମାସ୍କ ବ୍ୟବହାର କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅପିଲ୍ କରିଛନ୍ତି । ନିଜେ ମାସ୍କ ପିନ୍ଧିବା ସହ ଅନ୍ୟମାନଙ୍କୁ ସର୍ବଦା ମାସ୍କ ବ୍ୟବହାର କରିବା ପାଇଁ ଟ୍ୱିଟ୍ କରି ଅନୁରୋଧ କରିଛନ୍ତି ମୁଖ୍ୟମନ୍ତ୍ରୀ ।

Comments are closed.