ପଣ୍ଡିତ ଗୋଦାବରୀଶ ମିଶ୍ରଙ୍କ ଜୟନ୍ତୀରେ ମୁଖ୍ୟମନ୍ତ୍ରୀଙ୍କ ଶ୍ରଦ୍ଧାଜଂଳି

ଭୁବନେଶ୍ୱର- ଆଜି ହେଉଛି ସାରସ୍ୱତ ସାଧକ ତଥା ପଂଚସଖାଙ୍କ ମଧ୍ୟରେ ଅନ୍ୟତମ ପଣ୍ଡିତ ଗୋଦାବରୀଶ ମିଶ୍ରଙ୍କ ଜୟନ୍ତୀ । ଏହି ଅବସରରେ ତାଙ୍କୁ ଶ୍ରଦ୍ଧାଜଂଳି ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଆଲେଖିକା, କାଳିଜାଇ, ଘଟାନ୍ତର ଭଳି ସୃଜନ ସହ ସମାଜ ସଂସ୍କାର କ୍ଷେତ୍ରରେ ନିଜର ଅବଦାନ ପାଇଁ ସେ ସର୍ବଦା ସ୍ମରଣୀୟ ହୋଇ ରହିବେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

Comments are closed.