ରାଜ୍ୟ କାର୍ଯ୍ୟାଳୟରେ ବିଜେଡିର କାର୍ଯ୍ୟକାରିଣୀ ଆରମ୍ଭ

ଭୁବନେଶ୍ୱର- ରାଜ୍ୟ କାର୍ଯ୍ୟାଳୟରେ ବିଜେଡିର କାର୍ଯ୍ୟକାରିଣୀ ଆରମ୍ଭ ହୋଇଛି । ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଆରମ୍ଭ ହୋଇଛି କାର୍ଯ୍ୟକାରିଣୀ । ବୈଠକ ଆରମ୍ଭ ପୂର୍ବରୁ ସ୍ୱର୍ଗତଃ ପୂର୍ବତନ ମନ୍ତ୍ରୀ ପ୍ରଦୀପ ମହାରଥୀ ଓ ବିଧାୟକ ବିଷ୍ଣୁ ଦାସଙ୍କ ଉଦ୍ଦେଶ୍ୟରେ ଶୋକ ପ୍ରାର୍ଥନା କରାଯାଇଛି । ବୈଠକରେ ୮୦ କାର୍ଯ୍ୟକାରିଣୀ ସଦସ୍ୟ ଉପସ୍ଥିତ ଅଛନ୍ତି ।

Comments are closed.