ଦଳ ବିରୋଧୀ କାର୍ଯ୍ୟକଳାପ ଯୋଗୁଁ ସୁନ୍ଦରଗଡ ବିଜେଡିର ଦୁଇ ନେତା ନିଲମ୍ବିତ

ଭୁବନେଶ୍ୱର-ଦଳ ବିରୋଧୀ କାର୍ଯ୍ୟକଳାପ ଯୋଗୁଁ ବିଜୁ ଜନତା ଦଳରୁ ୨ ଜଣ ସଦସ୍ୟଙ୍କୁ ନିଲମ୍ବିତ କରାଯାଇଛି । ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ସୁନ୍ଦରଗଡ ଜିଲ୍ଲାର ବିଜେଡି ନେତା ଅମରେଶ ପଣ୍ଡା ଓ ବିନୟ ପଣ୍ଡାଙ୍କୁ ଦଳ ବିରୋଧୀ କାର୍ଯ୍ୟ ଅଭିଯୋଗରେ ନିଲମ୍ବନ କରିଛନ୍ତି । ଏ ନେଇ ବିଜେଡିର ଗଣମାଧ୍ୟମ ବ୍ୟାପାର ସାଧାରଣ ସଂପାଦକ ମାନସ ମଙ୍ଗରାଜ ସୂଚନା ଦେଇଛନ୍ତି ।

Comments are closed.