ଗଞ୍ଜାମ ଜିଲ୍ଲାର ସରକାରୀ କର୍ମଚାରୀଙ୍କୁ ସଦର ମହକୁମା ଛାଡ଼ିବା ମନା

ବ୍ରହ୍ମପୁର- ଗଞ୍ଜାମ ଜିଲ୍ଲାର ସରକାରୀ କର୍ମଚାରୀଙ୍କୁ ସଦର ମହକୁମା ଛାଡ଼ି ବା ମନା ହୋଇଛି । କୋଭିଡ ମୁକାବିଲା ପାଇଁ ଏହି ନିର୍ଦ୍ଦେଶ ଦେଇଛି ଜିଲ୍ଲା ପ୍ରଶାସନ । ଜରୁରୀ କାମ ଥିଲେ ବିଭାଗୀୟ ଅନୁମତି ଦରକାର । କଟକଣା ଉଲ୍ଲଂଘନ କଲେ କାର୍ଯ୍ୟାନୁଷ୍ଠାନ ନିଆଯିବ । ଜିଲ୍ଲା ଜରୁରୀକାଳୀନ ବିଭାଗ ପକ୍ଷରୁ ଏହି ନିର୍ଦ୍ଦେଶନାମା ଜାରି କରାଯାଇଛି ।

Comments are closed.