ରାଜ୍ୟର ସବୁ ସହରାଞ୍ଚରେ ଶନିବାର, ରବିବାର ସଟଡାଉନ୍ | News Room Odisha

ରାଜ୍ୟର ସବୁ ସହରାଞ୍ଚରେ ଶନିବାର, ରବିବାର ସଟଡାଉନ୍

ଭୁବନେଶ୍ୱର: କରୋନା ପାଇଁ ବଡ ନିଷ୍ପତ୍ତି ନେଇଛନ୍ତି ରାଜ୍ୟ ସରକାର । ରାଜ୍ୟରେ କରୋନା ସଂକ୍ରମଣ ଦ୍ରୁତ ଗତିରେ ବଢୁଥିବା ଥିବା ସମୟରେ ରାଜ୍ୟରେ ଶନିବାର ଓ ରବିବାର ସଟଡାଉନ ଜାରି କରିଛନ୍ତି ସରକାର । ରାଜ୍ୟର ସମସ୍ତ ସହରାଞ୍ଚଳରେ ସପ୍ତାହନ୍ତ ସଟଡାଉନ ଘୋଷଣା କରିଛନ୍ତି ଏସଆରସି ପ୍ରଦୀପ ଜେନା |