ରାମ ନବମୀରେ ରାଜ୍ୟବାସୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଶୁଭେଚ୍ଛା, କୋରୋନା ସଂକଟ ଶୀଘ୍ର ଦୂର ହେବା ନେଇ ଆଶା

ଭୁବନେଶ୍ୱର – ପବିତ୍ର ରାମ ନବମୀରେ ସମସ୍ତଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମହାପ୍ରଭୁ ରାମଙ୍କ ଅପାର କରୁଣାରୁ କୋରୋନା ସଂକଟ ଶୀଘ୍ର ଦୂର ହେବ ବୋଲି ଆଶା ପ୍ରକାଶ କରିଛନ୍ତି ନବୀନ । ଏହି ପବିତ୍ର ଅବସରରେ ମହାପ୍ରଭୁଙ୍କ ପାଖରେ ରାଜ୍ୟର ସମୃଦ୍ଧି ଓ ସମସ୍ତଙ୍କ ମଙ୍ଗଳମୟ ଜୀବନ କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

Comments are closed.