ଜନ୍ମଦିନରେ ମୁଖ୍ୟମନ୍ତ୍ରୀଙ୍କୁ ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି, ଉପରାଷ୍ଟ୍ରପତି ଓ ରାଜ୍ୟପାଳ

ଭୁବନେଶ୍ୱର- ଜନ୍ମଦିନରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ ଓ ଉପରାଷ୍ଟ୍ରପତି ଏମ. ଭେଙ୍କେୟା ନାଇଡୁ । ନବୀନଙ୍କ ସହ କଥା ହୋଇ ଶୁଭେଚ୍ଛା ଜଣାଇଛନ୍ତି ରାଷ୍ଟ୍ରପତି ଓ ଉପରାଷ୍ଟ୍ରପତି । ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ମୁଖ୍ୟମନ୍ତ୍ରୀଙ୍କୁ ଶୁଭେଚ୍ଛା ଜଣାଇ ଭଲ ସ୍ୱାସ୍ଥ୍ୟ ଓ ଦୀର୍ଘଜୀବନ କାମନା କରିଛନ୍ତି ।

Comments are closed.