ବିଧାନସଭା ଉପନିର୍ବାଚନ ପାଇଁ ବିଜେଡି ଓ ବିଜେପିର ଷ୍ଟାର ପ୍ରଚାରକଙ୍କ ତାଲିକା ଜାରି

ଭୁବନେଶ୍ୱର- ବାଲେଶ୍ୱର ସଦର ଓ ତିର୍ତୋଲ ବିଧାନସଭା ଆସନରେ ଉପନିର୍ବାଚନ ପାଇଁ ବିଜେଡି ଓ ବିଜେପି ପକ୍ଷରୁ ୩୦ ଜଣ ଲେଖାଏଁ ଷ୍ଟାର ପ୍ରଚାରକଙ୍କ ତାଲିକା ପ୍ରକାଶ ପାଇଛି ।

ବିଜେଡି ତାଲିକାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ପ୍ରଣବ ପ୍ରକାଶ ଦାସ, ଅନନ୍ତ ଦାସ, ସୌମ୍ୟରଂଜନ ପଟ୍ଟନାୟକ, ଦେବୀ ମିଶ୍ର, ପ୍ରମିଳା ମଲ୍ଲିକ, ରବୀନ୍ଦ୍ର କୁମାର ଜେନା, ଜୀବନ ପ୍ରଦୀପ ଦାସ, ପ୍ରଶାନ୍ତ ମୁଦୁଲି, ରଘୁନନ୍ଦନ ଦାସ, ମୁନ୍ନା ଖାଁ , ସଂଜୟ ଦାସବର୍ମା, ଅତନୁ ସବସାଚୀ, ଅରୁଣ ସାହୁ, ନବ ଦାସ, ପ୍ରତାପ ଜେନା,ରଣେନ୍ଦ୍ର ପ୍ରତାପ ସ୍ୱାଇଁ, ପ୍ରତାପ ଦେବ, ସମୀର ଦାଶ, ନିରଂଜନ ପୂଜାରୀ, ଦେବାଶିଷ ସାମନ୍ତରାୟ, ଦିବ୍ୟଶଙ୍କର ମିଶ୍ର, ସୁଦାମ ମାରାଣ୍ଡି , ରାଜଶ୍ରୀ ମଲ୍ଲିକ,ପ୍ରେମାନନ୍ଦ ନାୟକ, ଜ୍ୟୋତି ପ୍ରକାଶ ପାଣିଗ୍ରାହୀ, ଅରିନ୍ଦମ ରାୟ, ଆକାଶ ଦାସ ନାୟକ, ମୁଜିବୁଲ୍ଲା ଖାନ୍‌, ସତ୍ୟବ୍ରତ ତ୍ରିପାଠୀ (କୁନା ) ସାମିଲ ଅଛନ୍ତି ।

ବିଜେପିର ଷ୍ଟାର ପ୍ରଚାରକ ତାଲିକାରେ ସମୀର ମହାନ୍ତି, ଜୁଏଲ ଓରାମ, ଧର୍ମେନ୍ଦ୍ର ପ୍ରଧାନ, ପ୍ରତାପ ଚନ୍ଦ୍ର ଷଡଙ୍ଗୀ, ପ୍ରଦୀପ୍ତ କୁମାର ନାୟକ, ଏସ. ସିଂହ, ଅରୁଣ ସିଂହ, ବୈଜୟନ୍ତ ପଣ୍ଡା, ସୁରେଶ ପୂଜାରୀ, ବସନ୍ତ କୁମାର ପଣ୍ଡା, କେ.ଭି ସିଂହଦେଓ, ମନମୋହନ ସାମଲ, ବିଶ୍ୱେଶ୍ୱର ଟୁଡୁ, ସମ୍ବିତ ପାତ୍ର, ଅପରାଜିତା ଷଡଙ୍ଗୀ, ଅଶ୍ୱିନ ବୈଷ୍ଣବ, ବିଷ୍ଣୁ ସେଠୀ, ବିଜୟ ମହାପାତ୍ର, ଖାରବେଳ ସ୍ୱାଇଁ, ପ୍ରକାଶ ମିଶ୍ର, ମୋହନ ଚରଣ ମାଝି, ସୁକାନ୍ତ କୁମାର ନାୟକ, ରଘୁନାଥ ମହାନ୍ତି, ପଦ୍ମଲୋଚନ ପଣ୍ଡା, ଜୟନାରାୟଣ ମହାନ୍ତି, ପୃଥ୍ୱୀରାଜ ହରିଚନ୍ଦନ, ଗୋଲକ ପ୍ରସାଦ ମହାପାତ୍ର, ଲେଖାଶ୍ରୀ ସାମନ୍ତସିଂହାର, ଭୃଗୁ ବକ୍ସିପାତ୍ର ଓ ବିଭୁ ପ୍ରସାଦ ତରାଇ ।

Comments are closed.