ନିଟ୍ ଟପ୍ପର ସୋଏବ ଆଫତାବଙ୍କ ସହ ଫୋନ୍‌ରେ କଥା ହେଲେ ମୁଖ୍ୟମନ୍ତ୍ରୀ, ସଫଳତା ପାଇଁ ଜଣାଇଲେ ଅଭିନନ୍ଦନ

ଭୁବନେଶ୍ୱର- ନିଟ୍ ସର୍ବଭାରତୀୟ ଟପ୍ପର ହୋଇଥିବା ଓଡିଶାର ସୋଏବ ଆଫତାବଙ୍କ ସହ କଥା ହୋଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ତାଙ୍କୁ ସଫଳତା ପାଇଁ ଅଭିନନ୍ଦନ ଜଣାଇଛନ୍ତି । ସୋଏବଙ୍କ ଉଜ୍ଜ୍ୱଳ ଭବିଷ୍ୟତ କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ । ମୁଖ୍ୟମନ୍ତ୍ରୀଙ୍କଠାରୁ ଫୋନ୍ କଲ୍ ପାଇ ସୋଏବ ବେଶ୍ ଖୁସି ହୋଇ ତାଙ୍କୁ ଧନ୍ୟବାଦ ଦେଇଥିଲେ ।

Comments are closed.