ଭିଜିଲାନ୍ସ ଜାଲରେ ସହକାରୀ ନିର୍ବାହୀ ଯନ୍ତ୍ରୀ

ଭୁବନେଶ୍ୱର – ଭିଜିଲାନ୍ସ ଜାଲରେ ସହକାରୀ ନିର୍ବାହୀ ଯନ୍ତ୍ରୀ । ରବୀନ୍ଦ୍ର ନାଥ ପ୍ରଧାନଙ୍କ ଘରେ ରେଡ୍ କରିଛି ଭିଜିଲାନ୍ସ ବିଭାଗ । ଆୟ ବହିର୍ଭୁତ ସଂପତି ଠୁଳ ଅଭିଯୋଗରେ ସହକାରୀ ନିର୍ବାହୀ ଯନ୍ତ୍ରୀଙ୍କ ଅଫିସ ସମେତ ନୟାପଲ୍ଲୀ ଓ ବାଲିଅନ୍ତଠାରେ ଥିବା ଘରେ ଭିଜିଲାନ୍ସ ରେଡ୍ କରିଛି । ଏ ନେଇ ଅଧିକ ସୂଚନାକୁ ଅପେକ୍ଷା କରାଯାଇଛି ।

Comments are closed.