ଆଜି ୧୫ଟି ଜିଲ୍ଲାରେ ଟିକାକରଣ ବନ୍ଦ

ଭୁବନେଶ୍ୱର- ଟିକା ଅଭାବରୁ ଆଜି ୧୫ଟି ଜିଲ୍ଲାରେ ଟିକାକରଣ ବନ୍ଦ ରହିଛି । ଅନୁଗୁଳ, ବାଲେଶ୍ୱର, ବରଗଡ, ବୌଦ୍ଧ, କଟକ, ଦେବଗଡ, ଗଞ୍ଜାମ, ଜଗତସିଂହପୁର, କନ୍ଧମାଳ, କେନ୍ଦୁଝର, କୋରାପୁଟ, ନବରଙ୍ଗପୁର, ରାୟଗଡା, ସମ୍ବଲପୁର ଓ ସୋନପୁର ଜିଲ୍ଲାରେ ବନ୍ଦ ରହିଛି ଟିକାକରଣ ।

Comments are closed.