ରାଜ୍ୟର କୋଭିଡ ସ୍ଥିତି ନେଇ ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେଲେ ପ୍ରଧାନମନ୍ତ୍ରୀ

ଭୁବନେଶ୍ୱର- ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହ କଥା ହୋଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ରାଜ୍ୟର କୋଭିଡ ସ୍ଥିତି ସଂପର୍କରେ ପ୍ରଧାନମନ୍ତ୍ରୀ, ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରିଛନ୍ତି । ତେଲେଙ୍ଗାନା, ଆନ୍ଧ୍ର, ଝାଡଖଣ୍ଡର ମୁଖ୍ୟମନ୍ତ୍ରୀ ଏବଂ ପୁଡୁଚେରୀ ଓ ଜାମ୍ମୁ ଓ କାଶ୍ମୀର ଉପରାଜ୍ୟପାଳଙ୍କ ସହ ବି କୋଭିଡ ସ୍ଥିତି ନେଇ ପ୍ରଧାନମନ୍ତ୍ରୀ ଆଲୋଚନା କରିଛନ୍ତି ।

Comments are closed.