ତିର୍ତୋଲ ଓ ବାଲେଶ୍ୱର ସଦର ଆସନରେ ଉପନିର୍ବାଚନ ପାଇଁ ସବୈତନିକ ଛୁଟି ଘୋଷଣା

ଭୁବନେଶ୍ୱର- ତିର୍ତୋଲ ଓ ବାଲେଶ୍ୱର ସଦର ଆସନରେ ହେବାକୁ ଥିବା ବିଧାନସଭା ଉପନିର୍ବାଚନ ପାଇଁ ଆସନ୍ତା ନଭେମ୍ବର ୩ ତାରିଖର ମତଦାନ ପାଇଁ ସୈବତନିକ ଛୁଟି ଘୋଷଣା କରାଯାଇଛି । ନଭେମ୍ବର ୩ ତାରିଖରେ ସମସ୍ତ ସରକାରୀ ଓ ବେସରକାରୀ ଅନୁଷ୍ଠାନ ସମେତ ସବୁ ଶିକ୍ଷାନୁଷ୍ଠାନ ମଧ ବନ୍ଦ ରହିବ । ନିର୍ବାଚନ ଆୟୋଗଙ୍କ ପକ୍ଷରୁ ସୈବତନିକ ଛୁଟି ଘୋଷଣା କରାଯାଇଛି ।

Comments are closed.