ଲୌହ ମାନବ ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କ ଜୟନ୍ତୀରେ ମୁଖ୍ୟମନ୍ତ୍ରୀଙ୍କ ଶ୍ରଦ୍ଧାଜଂଳି

ଭୁବନେଶ୍ୱର- ଆଜି ହେଉଛି ଲୌହ ମାନବ ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କ ଜୟନ୍ତୀ । ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏକତା ପୁରୁଷଙ୍କୁ ଶ୍ରଦ୍ଧାଜଂଳି ଜଣାଇଛନ୍ତି ।

ଭାରତକୁ ଏକ ଶକ୍ତିଶାଳୀ ରାଷ୍ଟ୍ର ଭାବେ ଗଢି ତୋଳିବାରେ ସର୍ଦ୍ଦାରଙ୍କ ଉଲ୍ଲେଖନୀୟ ଅବଦାନକୁ ସ୍ମରଣ କରିଛନ୍ତି ମୁଖ୍ୟମନ୍ତ୍ରୀ । ପ୍ରାଶାସନିକ ଦକ୍ଷତା ପାଇଁ ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କ ପଦକ୍ଷେପ ସର୍ବଦା ସ୍ମରଣୀୟ ବୋଲି ମୁଖ୍ୟମନ୍ତ୍ରୀ ତାଙ୍କ ବାର୍ତାରେ କହିଛନ୍ତି ।

Comments are closed.