ଆୟ ବହିର୍ଭୁତ ସଂପତି ଠୁଳ ଅଭିଯୋଗରେ କନିଷ୍ଠ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢାଉ | News Room Odisha

ଆୟ ବହିର୍ଭୁତ ସଂପତି ଠୁଳ ଅଭିଯୋଗରେ କନିଷ୍ଠ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢାଉ

ଅନୁଗୁଳ- ଭିଜିଲାନ୍ସ ଜାଲରେ ଅନୁଗୁଳ ଜିଲ୍ଲା ବଇଣ୍ଡା ଗ୍ରାମ ଉନ୍ନୟନ ବିଭାଗର କନିଷ୍ଠ ଯନ୍ତ୍ରୀ । ଆୟ ବହିର୍ଭୁତ ସଂପତି ଠୁଳ ଅଭିଯୋଗରେ କନିଷ୍ଠ ଯନ୍ତ୍ରୀ ବସନ୍ତ କୁମାର ବସ୍ତିଆଙ୍କ ବଇଣ୍ଡାସ୍ଥିତ ସରକାରୀ ବାସଭବନ ଓ ନିଆଳି ସ୍ଥିତ ବାସଭବନରେ ବୁଧବାର ସକାଳୁ ଏକା ସମୟରେ ଚଢାଉ କରିଛି ଭିଜିଲାନ୍ସ ବିଭାଗ ।