ଆସନ୍ତା ୨୦ରୁ ବିଧାନସଭାର ଶୀତକାଳୀନ ଅଧିବେଶନ, ପ୍ରଥମ ଦିନରେ ଉପସ୍ଥାପନ ହେବ ଅତିରିକ୍ତ ବଜେଟ୍ | News Room Odisha

ଆସନ୍ତା ୨୦ରୁ ବିଧାନସଭାର ଶୀତକାଳୀନ ଅଧିବେଶନ, ପ୍ରଥମ ଦିନରେ ଉପସ୍ଥାପନ ହେବ ଅତିରିକ୍ତ ବଜେଟ୍

ଭୁବନେଶ୍ୱର- ବିଧାନସଭାର ଶୀତକାଳିନ ଅଧିବେଶନ ଆସନ୍ତା ୨୦ ତାରିଖରୁ ଆରମ୍ଭ ହେବ । ଅଧିବେଶନ ଡିସେମ୍ବର ୩୧ ତାରିଖ ଯାଏଁ ଚାଲିବ । ଅଧିବେଶନର ପ୍ରଥମ ଦିନରେ ୨୦୨୦-୨୧ ବର୍ଷ ପାଇଁ ପ୍ରଥମ ଅତିରିକ୍ତ ବଜେଟ୍ ଉପସ୍ଥାପନ କରାଯିବ । ଅଧିବେଶନରେ ୪୧ଟି କାର୍ଯ୍ୟଦିବସ ରହିଛି । ଷୋଡଶ ବିଧାନସଭାର ଏହା ହେବ ପଂଚମ ଅଧିବେଶନ ।