ଆମେରିକାର ନବନିର୍ବାଚିତ ରାଷ୍ଟ୍ରପତି ଓ ଉପରାଷ୍ଟ୍ରପତିଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଶୁଭେଚ୍ଛା

ଭୁବନେଶ୍ୱର- ଆମେରିକା ରାଷ୍ଟ୍ରପତି ନିର୍ବାଚନରେ ବିପୁଳ ବିଜୟ ପାଇଁ ଜୋ ବିଡେନ୍ ଓ ନିର୍ବାଚିତ ଉପରାଷ୍ଟ୍ରପତି ଭାରତୀୟ ବଂଶୋଦ୍ଭବ କମଲା ହ୍ୟାରିସଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ବିଡେନଙ୍କ ସମୟରେ ଭାରତ ଓ ଆମେରିକା ଭଳି ଦୁଇ ଶକ୍ତିଶାଳୀ ଗଣତନ୍ତ୍ର ମଧରେ ସଂପର୍କ ଆହୁରି ଦୃଢ ହେବ ବୋଲି ଆଶା ପ୍ରକାଶ କରିଛନ୍ତି ନବୀନ ।

Comments are closed.