ନାବାଳିକା ଗଣଦୁଷ୍କର୍ମ ମାମଲାର ତଦନ୍ତ ନେଇ ହାଇକୋର୍ଟଙ୍କ ଅସନ୍ତେ।ଷ, ଅଗ୍ରଗତି ନେଇ ସତ୍ୟପାଠ ଦାଖଲ କରିବାକୁ ଡିଜିପିଙ୍କୁ ନିର୍ଦ୍ଦେଶ  | News Room Odisha

ନାବାଳିକା ଗଣଦୁଷ୍କର୍ମ ମାମଲାର ତଦନ୍ତ ନେଇ ହାଇକୋର୍ଟଙ୍କ ଅସନ୍ତେ।ଷ, ଅଗ୍ରଗତି ନେଇ ସତ୍ୟପାଠ ଦାଖଲ କରିବାକୁ ଡିଜିପିଙ୍କୁ ନିର୍ଦ୍ଦେଶ 

ଭୁବନେଶ୍ୱର- ବହୁଚର୍ଚ୍ଚିତ ଭୁବନେଶ୍ୱର ନାବାଳିକା ଗଣଦୁଷ୍କର୍ମ ମାମଲାରେ କ୍ରାଇମବ୍ରାଂଚ ତଦନ୍ତ ନେଇ ଅସନ୍ତୋଷ ପ୍ରକାଶ କରିଛନ୍ତି ହାଇକୋର୍ଟ । ମାମଲାରେ ତଦନ୍ତର ଅଗ୍ରଗତି ନେଇ ସତ୍ୟପାଠ ଦାଖଲ କରିବା ସହ ତାଙ୍କୁ ବ୍ୟକ୍ତିଗତ ଭାବେ ହାଜର ହେବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ । ଏହି ମାସ ୧୮ ତାରିଖରେ ମାମଲାର ପରବର୍ତୀ ଶୁଣାଣି ହେବ ।