ସେପଟେମ୍ବର ୫ ତାରଖରେ ଯୁକ୍ତ ଦୁଇ କଳା ଓ ଧନ୍ଦାମୂଳକ ପରୀକ୍ଷା ଫଳ

ଭୁବନେଶ୍ୱର -ଆସନ୍ତା ୫ ତାରିଖରେ ପ୍ରକାଶ ପାଇବ ଯୁକ୍ତ ଦୁଇ କଳା ପରୀକ୍ଷା ଫଳ । ସେହିଦିନ ଅପରାହ୍ନ ୪ଟାରେ ପ୍ରକାଶ ପାଇବ ପରୀକ୍ଷା ଫଳ । ଗଣଶିକ୍ଷା ମନ୍ତ୍ରୀ ସମୀର ରଂଜନ ଦାଶ ଏ ନେଇ ସୂଚନା ଦେଇଛନ୍ତି । ଧନ୍ଦାମୂଳକ ପରୀକ୍ଷା ଫଳ ବି ସେହିଦିନ ବାହାରିବ । ଆଗରୁ ଯୁକ୍ତ ଦୁଇ ବିଜ୍ଞାନ ଓ ବାଣିଜ୍ୟ ଫଳ ପ୍ରକାଶ ପାଇସାରିଛି ।

Comments are closed.