ରାଜସ୍ୱ ମନ୍ତ୍ରୀ ସୁଦାମ ମାର୍‌ଣ୍ଡିଙ୍କ ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର- ରାଜସ୍ୱ ମନ୍ତ୍ରୀ ସୁଦାମ ମାର୍‌ଣ୍ଡିଙ୍କ ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଆମ୍ରି ହସପିଟାଲ୍ ନିର୍ଦ୍ଦେଶକଙ୍କ ସହ କଥା ହୋଇ ମନ୍ତ୍ରୀଙ୍କ ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିଛନ୍ତି ନବୀନ । ଆମ୍ରି ହସପିଟାଲରେ ଚିକିତ୍ସାଧୀନ ଅଛନ୍ତି ସୁଦାମ ମାର୍‌ଣ୍ଡି । ମୁଖ୍ୟମନ୍ତ୍ରୀ ରାଜସ୍ୱ ମନ୍ତ୍ରୀଙ୍କ ଦ୍ରୁତ ଆରୋଗ୍ୟ କାମନା କରିଛନ୍ତି ।

Comments are closed.