ଅମରେନ୍ଦ୍ର ମହାନ୍ତିଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ ପ୍ରକାଶ

ଭୁବନେଶ୍ୱର- ସଂଗୀତ ନିର୍ଦ୍ଦେଶକ ଅମରେନ୍ଦ୍ର ମହାନ୍ତିଙ୍କ ବିୟୋଗରେ ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଶୋକ ବାର୍ତ୍ତାରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ସ୍ୱତନ୍ତ୍ର ସଂଗୀତ ସଂଯୋଜନା ଶୈଳୀ ମାଧ୍ୟମରେ ଭଜନ ଓ ଚଳଚ୍ଚିତ୍ର ଜଗତରେ ସେ ଛାଡି ଯାଇଥିବା ଚାପ ସର୍ବଦା ସ୍ମରଣୀୟ । ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ସମବେଦନା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ।

 

Comments are closed.