ଗଞ୍ଜାମ ଜିଲ୍ଲାରେ କୋଭିଡ ସ୍ଥିତିର ସମୀକ୍ଷା କଲେ ଜିଲ୍ଲାପାଳ, ସମ୍ଭାବ୍ୟ ବାତ୍ୟା ପାଇଁ ପ୍ରସ୍ତୁତି ସଂପର୍କରେ ବି ଆଲୋଚନା

ବ୍ରହ୍ମପୁର – ଗଞ୍ଜାମ ଜିଲ୍ଲାରେ କୋଭିଡ ପରିସ୍ଥିତି ନେଇ ସମୀକ୍ଷା କରିଛନ୍ତି ଜିଲ୍ଲାପାଳ ବିଜୟ ଅମୃତ କୁଲାଙ୍ଗେ । ଭିଡିଓ କନଫରେନସିଂ ଜରିଆରେ ଜିଲ୍ଲାପାଳ ସବୁ ବ୍ଲକ୍ ଓ ଏନଏସି ସ୍ତରୀୟ ଅଧିକାରୀଙ୍କ ସହ ଆଲୋଚନା କରି କୋଭିଡ ସ୍ଥିତିର ସମୀକ୍ଷା କରିଛନ୍ତି । ଏହାଛଡା ଆସନ୍ତା ସମ୍ଭାବ୍ୟ ବାତ୍ୟାର ମୁକାବିଲା ପାଇଁ ପ୍ରସ୍ତୁତି ସଂପର୍କରେ ମଧ୍ୟ ଆଲୋଚନା ହୋଇଛି ।

Comments are closed.