ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର : ଆଇଏମଡି | News Room Odisha

ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର : ଆଇଏମଡି

ଭୁବନେଶ୍ୱର- ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଲଘୁଚାପ କ୍ଷେତ୍ର । ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ନେଇ ଭାରତୀୟ ପାଣିପାଗ ବିଭାଗ ସୂଚନା ଦେଇଛି । ମେ ୨୪ ତାରିଖରେ ଲଘୁଚାପ ବାତ୍ୟା ‘ୟଶ’ର ରୂପ ନେଇପାରେ । ଏହା ଅତି ଭୀଷଣ ସାମୁଦ୍ରିକ ଝଡର ରୂପ ନେଇ ଓଡିଶା ଉପକୂଳ ଅତିକ୍ରମ କରିପାରେ । ମେ ୨୬ ତାରିଖ ସଂଧ୍ୟାରେ ଓଡିଶା-ପଶ୍ଚିମବଙ୍ଗ ଉପକୂଳ ଛୁଇଁବା ଆଶଙ୍କା କରାଯାଉଛି ।

Cyclone Yaas