ରାଜ୍ୟବାସୀଙ୍କୁ ଦୀପାବଳିର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ | News Room Odisha

ରାଜ୍ୟବାସୀଙ୍କୁ ଦୀପାବଳିର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର- ଆଲୋକର ପର୍ବ ଦୀପାବଳି ପାଇଁ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । କୋଭିଡ ଦୃଷ୍ଟିରୁ ସାବଧାନତା ଓ ସତର୍କତା ବଜାୟ ରଖିବାକୁ ପରାମର୍ଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ଦୀପାବଳି ସମସ୍ତଙ୍କ ଜୀବନରେ ସୁଖ, ଶାନ୍ତି ଓ ସମୃଦ୍ଧି ଆଣିଦେଉ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

CM Naveen PatnaikDiwali