ଜନ୍ମତିଥିରେ ପଣ୍ଡିତ ଜବାହରଲାଲ ନେହେରୁଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି

ଭୁବନେଶ୍ୱର- ଦେଶର ପ୍ରଥମ ପ୍ରଧାନମନ୍ତ୍ରୀ ପଣ୍ଡିତ ଜବାହରଲାଲ ନେହେରୁଙ୍କ ଜନ୍ମତିଥିରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି । ପଣ୍ଡିତ ନେହେରୁ ଥିଲେ ନବଭାରତର ନିର୍ମାତା । ଏକ ପ୍ରଗତିଶୀଳ ଓ ଆଧୁନିକ ଭାରତ ଗଠନରେ ନେହେରୁଙ୍କ ଅବଦାନ ଉଲ୍ଲେଖନୀୟ ବୋଲି ମୁଖ୍ୟମନ୍ତ୍ରୀ ତାଙ୍କ ବାର୍ତାରେ କହିଛନ୍ତି ।

Comments are closed.