ୟଶ ମୁକାବିଲା ପ୍ରସ୍ତୁତି ସଂପର୍କରେ ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରିବେ କେନ୍ଦ୍ର ଗୃହ ମନ୍ତ୍ରୀ

ଭୁବନେଶ୍ୱର- ବାତ୍ୟା ୟଶର ମୁକାବିଲା ପ୍ରସ୍ତୁତି ସଂପର୍କରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହ ଆଲୋଚନା କରିବେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ । ମୁଖ୍ୟମନ୍ତ୍ରୀଙ୍କ ସହ ମୁଖ୍ୟ ଶାସନ ସଚିବ, ଏସଆରସି ଓ ଅନ୍ୟ ଅଧିକାରାମୀନେ ଏହି ଆଲୋଚନା ବେଳେ ଉପସ୍ଥିତ ରହିବେ । ବାତ୍ୟା ୟଶ ଅତି ଭୀଷଣ ବାତ୍ୟାରେ ପରିଣତ ହୋଇ ଆସନ୍ତା ୨୬ ତାରିଖରେ ଲ୍ୟାଣ୍ଡଫଲ୍ କରିବ । ଓଡିଶାର ୧୦ଟି ଜିଲ୍ଲା ବାତ୍ୟା ଯୋଗୁଁ ପ୍ରଭାବିତ ହେବେ ।

Comments are closed.