ବାତ୍ୟା ମୁକାବିଲା ପାଇଁ ଓଡିଶା ସଂପୂର୍ଣ୍ଣ ପ୍ରସ୍ତୁତ ବୋଲି କେନ୍ଦ୍ର ଗୃୃହମନ୍ତ୍ରୀଙ୍କୁ ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର- ବାତ୍ୟା ୟାଶ୍ ମୁକାବିଲା ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କ ସହ ଆଲୋଚନା କରିଛନ୍ତି । ବାତ୍ୟା ପାଇଁ ଓଡିଶା ସଂପୂର୍ଣ୍ଣ ପ୍ରସ୍ତୁତ ଅଛି । ରାଜ୍ୟର ଅଧିକାରୀମାନେ କେନ୍ଦ୍ର ଅଧିକାରୀଙ୍କ ସହ ଯୋଗାଯୋଗରେ ଥିବା ଶାହଙ୍କୁ କହିଛନ୍ତି ମୁଖ୍ୟମନ୍ତ୍ରୀ । ଆବଶ୍ୟକତା ଓ ସହାୟତା ବାବଦରେ ପରେ ଅବଗତ କରାଯିବା ବୋଲି ମୁଖ୍ୟମନ୍ତ୍ରୀ କେନ୍ଦ୍ର ଗୃହମନ୍ତ୍ରୀଙ୍କୁ କହିଛନ୍ତି ।

Comments are closed.