ଆକାଶମାର୍ଗରୁ ବାତ୍ୟା କ୍ଷତିଗ୍ରସ୍ତ ଅଂଚଳ ପରିଦର୍ଶନ କରି କ୍ଷୟକ୍ଷତି ଅନୁଧ୍ୟାନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର- ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆକାଶମାର୍ଗରୁ ହେଲିକପ୍ଟରରେ ବାତ୍ୟା ପ୍ରଭାବିତ ଅଂଚଲ ପରିଦର୍ଶନ କରିଛନ୍ତି ।

ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡାର ବାତ୍ୟା କ୍ଷତିଗ୍ରସ୍ତ ଅଂଚଳ ଆକାଶମାର୍ଗରୁ ନୀରିକ୍ଷଣ କରି କ୍ଷୟକ୍ଷତି ଅନୁଧ୍ୟାନ କରିଛନ୍ତି ମୁଖ୍ୟମନ୍ତ୍ରୀ । ଏହି ତିନିଟି ଜିଲ୍ଲା ବାତ୍ୟା ଯୋଗୁଁ ଅଧିକ ପ୍ରଭାବିତ ହୋଇଛନ୍ତି ।

Comments are closed.