ରାଜ୍ୟରେ କୋରୋନାରେ ଆଉ ୩୫ ରୋଗୀଙ୍କ ମୃତ୍ୟୁ

ଭୁବନେଶ୍ୱର – ରାଜ୍ୟରେ ଗତ ୨୪ ଘଂଟାରେ ୩୫ ଜଣ ରୋଗୀଙ୍କ କୋରୋନାରେ ମୃତ୍ୟୁ ହୋଇଛି । ଅନୁଗୁଳ ଜିଲ୍ଲାରୁ ସର୍ବାଧିକ ୫ ଣ କୋରୋନାରେ ପ୍ରାଣ ହରାଇଛନ୍ତି । କଟକ, କଳାହାଣ୍ଡି, କେନ୍ଦ୍ରାପଡା, ଖୋର୍ଦ୍ଧା, ନବରଙ୍ଗପୁର ଓ ସମ୍ବଲପୁର ଜିଲ୍ଲାରୁ ୩ ଜଣ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ସୁନ୍ଦରଗଡ, ଗଜପତି, ଗଞ୍ଜାମ,ଦେବଗଡ , ଝାରସୁଗୁଡାରୁ ୨ ଜଣ ଲେଖାଏଁ ରୋଗୀ ପ୍ରାଣ ହରାଇଛନ୍ତି । ନୂଆପଡା ଓ ନୟାଗଡ ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତ ପ୍ରାଣ ହରାଇଛନ୍ତି ।

Comments are closed.