ଜାତୀୟ ପ୍ରେସ ଦିବସ ଉପଲକ୍ଷେ ସାମ୍ବାଦିକ ଓ ମିିଡିଆକର୍ମୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଶୁଭେଚ୍ଛା

ଭୁବନେଶ୍ୱର- ଜାତୀୟ ପ୍ରେସ ଦିବସ ଉପଲକ୍ଷେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସାମ୍ବାଦିକ ଓ ଗଣମାଧ୍ୟମ କର୍ମୀଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି ।

ଏକ ଜାଗ୍ରତ ଓ ମୁକ୍ତ ପ୍ରେସ ସୁସ୍ଥ ଗଣତନ୍ତ୍ର ସଚେତନ ସମାଜ ପାଇଁ ଜରୁରୀ ବୋଲି ମୁଖ୍ୟମନ୍ତ୍ରୀ ତାଙ୍କ ବାର୍ତାରେ କହିଛନ୍ତି । ଗଣତନ୍ତ୍ରର ଚତୁର୍ଥ ସ୍ତମ୍ଭକୁ ମୁକ୍ତ, ଅବାଧ ଓ ସ୍ୱାଧୀନ କରିବା ପାଇଁ ସମସ୍ତେ ସଂକଳ୍ପ ନିଅନ୍ତୁ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

Comments are closed.