୪ଟି ଜିଲ୍ଲାରେ ବାତ୍ୟା କ୍ଷୟକ୍ଷତି ଆକଳନ କରିବ କେନ୍ଦ୍ରୀୟ ଦଳ

ଭୁବନେଶ୍ୱର- ବାତ୍ୟା ୟାଶ୍ ଦ୍ୱାରା ହୋଇଥିବା କ୍ଷୟକ୍ଷତି ଆକଳନ କରିବ କେନ୍ଦ୍ରୀୟ ଟିମ୍ । କେନ୍ଦ୍ର ଗୃହ ବିଭାଗର ଯୁଗ୍ମ ସଚିବଙ୍କ ନେତୃତ୍ୱରେ ୭ ଜଣିଆ କେନ୍ଦ୍ରୀୟ ଟିମ୍ ଓଡିଶା ଆସିଛି । ଦଳରେ ୪ ଓଡିଆ ଅଫିସର ଅଛନ୍ତି । କେନ୍ଦ୍ରୀୟ ଟିମ୍ ଆଜି ଓ ଆସନ୍ତାକାଲି ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡା, ମୟୂରଭଞ୍ଜ ଜିଲ୍ଲାରେ ସ୍ଥିତିର ସମୀକ୍ଷା କରିବେ । ପରେ କ୍ଷୟକ୍ଷତି ନେଇ ରାଜ୍ୟ ସରକାରଙ୍କ ସହ ଆଲୋଚନା କରିବେ କେନ୍ଦ୍ରୀୟ ଟିମ୍ ।

Comments are closed.